ଆହତ ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ଜଣାପଡିଛି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ତୃଳମୂଳ କଂଗ୍ରେସ ସୋସିଆଲ ମିଡିଆ ଏକ୍ସରେ ଫଟୋ ଶେୟାର କରି ଏହି ସୂଚନା ଦେଇଛି। ଫଟୋରେ ମମତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ମୁଣ୍ଡରୁ ରକ୍ତସ୍ରାବ ହୋଉଥିବା ଦେଖାଯାଇଛି।