ଦିଲ୍ଲୀ ବାନସେରା ପାର୍କରେ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କରାଯାଇଛି । ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ପ୍ରତିମୂର୍ତ୍ତିର ଓଜନ ପ୍ରାୟ ୨୦ ଫୁଟ ଉଚ୍ଚ ଓ ୩ ହଜାର କିଲୋ ଓଜନ । ଏହି କାର୍ୟ୍ୟକ୍ରମରେ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୌଜୟନ୍ତ ପଣ୍ଡା ଉପସ୍ଥିତ ଥିଲେ ।