Odia News Portal

ପୁଣି ରାଜଧାନୀରେ ସେକ୍ସ ରାକେଟ ଠାବ, ୪ ଯୁବତୀ ଉଦ୍ଧାର

ସେକ୍ସ କାରବାର ପାଇଁ ଟ୍ୱିନ ସିଟିକୁ କବଜା କଲେଣି ବାଂଲାଦେଶୀ। ଖଣ୍ଡଗିରିରୁ ପୁଣି ଠାବ ହେଲା ରାକେଟ। ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍। ଭୁବନେଶ୍ୱର ଖଣ୍ଡଗିରି ଥାନା ମଧୁସୂଦନ ନଗର ଅଞ୍ଚଳରେ ସେକ୍ସ୍ ରାକେଟ ଠାବ ହୋଇଛି। ୪ ଯୁବତୀଙ୍କୁ ଉଠାଇ ନେଲା ଖଣ୍ଡଗିରି ଥାନା ପୋଲିସ।