Odia News Portal

ଆର୍ମି ହସ୍ପିଟାଲରେ ଭର୍ତ୍ତି ହେଲେ ରାଷ୍ଟ୍ରପତି

ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ଥିବା ଡାକ୍ତରଙ୍କ ସୂଚନା

ନୂଆଦିଲ୍ଲୀ: ଆଜି ହଠାତ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡି ଯିବାରୁ ତାଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଠାରେ ତାଙ୍କର ରୁଟିନ୍ ଚେକଅଫ୍ ହେବା ପରେ ତାଙ୍କୁ ଡାକ୍ତରଙ୍କ ତତ୍ୱାବଧାନରେ ରଖାଯାଇଛି । ଡାକ୍ତରଙ୍କ କହିବା ମୁତାବକ ଏବେ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି ।