ଭୁବନେଶ୍ୱର: ଭୁବନେଶ୍ୱର AIIMS ପରିସରରେ ଏଟ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି । ଏହି କେନ୍ଦ୍ର ରେ ଜଣେ station officerଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି ।
AIIMS ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନ ର ଅଗ୍ନି ନିରାପତ୍ତା କୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ SCB medical college cuttack .MKCG medical college Berhampurଏବଂ VIMSAR Burla ରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି ।