Odia News Portal

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା

କରୋନାରେ ପୀଡିତ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ସେ ପଜିଟିଭ୍ ହୋଇଥିବା ନେଇ ସୂଚନା ଦେଇଛନ୍ତି । କିନ୍ତୁ ତାଙ୍କଠାରେ କରୋନାର କୈାଣସି ଲକ୍ଷଣ ନଥିବା ସେ ଟୁଇଟ କରି ସୂଚନା ଦେଇଛନ୍ତି । କରୋନା ଚିହ୍ନଟ ହେବା ପରେ ଘରେ କ୍ୱାରେଣ୍ଟିନରେ ରହିଛନ୍ତି । ଗତ ୩ ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରେଇବାକୁ କହିଛନ୍ତି ।