ବିଧାନ ସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦ୍ୱାରା ବଜେଟ ଉପସ୍ଥାପିତା
୧୨,୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପିତା l
1ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ
2 ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି
3 CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ
4 ପୁଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି
5 ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି
6 ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି
7 ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା
8 ମଧୁବାବୁ ପେନସନ୍ ଯୋଜନାରେ ୩୩୮ କୋଟି ଟଙ୍କାର ବ୍ୟବସ୍ଥା
9 ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା
10 ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା