୫ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡା ଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ନୀତି ଆରମ୍ଭ ହେବ । ଗୁପ୍ତ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ।
Recover your password.
A password will be e-mailed to you.