Odia News Portal

ଏସସିବିରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ

କଟକ ଏସସିବିରେ ହାର୍ଟ ଟ୍ରାନ୍ସପ୍ଲାଣ୍ଡ କରାଯିବ । ଆଗାମୀ ୩ ମାସ ଭିତରେ ଏହା ସମ୍ଭବ ହେବ । ଚେନ୍ନାଇ ଏମଜିଏମ ହସ୍ପିଟାଲ ସହାୟତାରେ ବ୍ୟବସ୍ଥା କରାଯାଇଛି । ଏମଜିଏମ ଡାକ୍ତରୀ ଟିମ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଭିତ୍ତିଭୂମିକୁ ଅନୁଧ୍ୟାନ କରାଯାଇଛି । ଏମଜିଏମ ଟିମ ଦ୍ୱାରା ରୋଗୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି ।