Odia News Portal

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଏକାଧିକ ପ୍ରସଙ୍ଗ‌ରେ କଲେ ଆଲୋଚନା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଦିଲ୍ଲୀରେ ଭେଟିଛନ୍ତି। ଶ୍ରୀ ଶାହଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ରାଜ୍ୟର ବିକାଶ ପାଇଁ ଆଇନଶୃଙ୍ଖଳା ଓ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଥା ହୋଇଛନ୍ତି।