Odia News Portal

ପଶ୍ଚିମବଙ୍ଗ ହାଇକୋର୍ଟ ସ୍ଥାୟୀ ବେଞ୍ଚକୁ ମୋହନ ମାଝୀ ବଡ ଘୋଷଣା

ପଶ୍ଚିମବଙ୍ଗ ହାଇକୋର୍ଟ ସ୍ଥାୟୀ ବେଞ୍ଚକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ବଡ ଘୋଷଣା । ଯାହା ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ । ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠାକୁ ବିଚାରଧୀନ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତ୍ୱରିତ ଗତିରେ ନ୍ୟାୟ ଦେବା ପାଇଁ ସରକାର ବଦ୍ଧପରିକର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ମୁତାବକ, ଗତକାଲିର ଉତ୍ତର ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ଥିଲା, ହେଲେ ଆଜି ଏହାକୁ ନେଇ ସ୍ପଷ୍ଟୀକରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।