Odia News Portal

ବିଜେଡି ନୂଆ ମିଡିଆ ଟିମ୍ ଘୋଷଣା କରିଛି

ବିଜେଡି ନୂଆ ମିଡିଆ ଟିମ୍ ଘୋଷଣା କରିଛି। ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିଛି। ଏଥିସହ ରମେଶ ବେହେରା, ମନ୍ମଥ ରାଉତରାୟ, ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପସିତା ସାହୁ, ସୋଫିଆ ଆଲାମ୍, ଇରାନୀ ରାୟ, ବିଶ୍ୱନାଥ ପ୍ରତାପ ସାହୁ ଓ ଅରୁପ ଶ୍ରୀଚନ୍ଦନଙ୍କୁ ସାମିଲ କରାଯାଇଛି।