Odia News Portal

ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଆସନ୍ତାକାଲି ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଜରୁରୀ କାର୍ୟ୍ୟ ବ୍ୟସ୍ତତା ଯୋଗୁଁ ମୁଖ୍ୟମନ୍ତ୍ରୀ ଆସନ୍ତା କାଲି । ରକ୍ଷା ବନ୍ଧନ କାର୍ୟ୍ୟକ୍ରମ ରେ ଭାଗ ନେବେ ନାହିଁ ।