Odia News Portal

ରାଉରକେଲାରେ ଦୁଇଟି ହତ୍ୟାକାଣ୍ଡ: ଦୁଇ ଯୁବକ ମୃତ, ଜଣେ ଗୁରୁତର

ଗତକାଲି ବିଳମ୍ବିତ ରାତିରେ ରାଉରକେଲା ସହରରେ ଦୁଇଟି ହତ୍ୟାକାଣ୍ଡ ଘଟିଯାଇଛି l ଛେଣ୍ଡ କୋଅପରେଟିଭ କଲୋନିର ମୁକେଶ କରଙ୍କୁ ଗୋଡେଇ ଗୋଡେଇ ହତ୍ୟା କରାଯାଇଛି l ତାଙ୍କର ଅନ୍ୟ ଜଣେ ସାଙ୍ଗ ଗୁରୁତର ହୋଇଛନ୍ତି l ଏଣେ ରାଉରକେଲା ଗାନ୍ଧୀରୋଡରେ ଜଣେ ଜରି ଗୋଟାଳିକୁ ବେକ କାଟି ନିର୍ମମ ଭାବେ ହତ୍ୟା କରାଯାଇଛି l

ଛେଣ୍ଡ କୋଅପରେଟିଭ କଲୋନିର ମୁକେଶ କରଙ୍କୁ ଗୋଡେଇ ଗୋଡେଇ ହତ୍ୟା କରାଯାଇଛି l ତାଙ୍କର ଅନ୍ୟ ଜଣେ ସାଙ୍ଗ ଗୁରୁତର ହୋଇଛନ୍ତି l ଏଣେ ରାଉରକେଲା ଗାନ୍ଧୀରୋଡରେ ଜଣେ ଜରି ଗୋଟାଳିକୁ ବେକ କାଟି ନିର୍ମମ ଭାବେ ହତ୍ୟା କରାଯାଇଛି l
ଏ ଦୁଇ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୁଲିସ ଉଭୟ ହତ୍ୟାକାଣ୍ଡର ତଦନ୍ତ ଆରମ୍ଭ କରିଛି।