ରାଜ୍ୟରେ ଗଠନ ହେଲା ୪୬ ନୂଆ ସିଭିଲ୍ ଜଜ୍ କୋର୍ଟ । ହାଇକୋର୍ଟଙ୍କ ପରାମର୍ଶରେ ସିଭିଲ୍ ଜଜ କୋର୍ଟ ଗଠନ କରିଛନ୍ତି ରାଜ୍ୟ ସରକାର । ଏନେଇ ପ୍ରସ୍ତାବରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳକ୍ଷ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Recover your password.
A password will be e-mailed to you.