Odia News Portal

୩ ପ୍ରସ୍ତାବରେ କ୍ୟାବିନେଟ ମୋହର : ଅଗ୍ନିବୀରଙ୍କୁ ୧୦% ସଂରକ୍ଷଣ, ମୃତ ବାପାଙ୍କ ଚାକିରି ପାଇବ ଝିଅ

ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ। ୩ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବରେ ବାଜିଲା ମୋହର। ଅଗ୍ନିବୀରଙ୍କୁ ନେଇ ବୈଠକରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସେହିପରି ବାପାଙ୍କ ମୃତ୍ୟୁ ପରେ ଚାକିରି ପାଇବ ଝିଅ। କ୍ୟାବିନେଟରେ ପାରିତ ହୋଇଥିବା ପ୍ରସ୍ତାବ ଗୁଡ଼ିକ ହେଲା :-

୧-ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି।