Odia News Portal

୪ଟା ଯାଏଁ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି

 ଆଜି ଦ୍ୱିତୀୟ ଦିନରେ ଗୃହରେ ଦେଖିବାକୁ ମିଳିଛି ସରଗରମ। ଗୃହ କାର୍ଯ୍ୟ ଠାରୁ ଆରମ୍ଭ କରି ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି । ଗୃହ କାର୍ଯ୍ୟରେ ବାଧା ଉପୁଜିବାରୁ ପ୍ରଥମେ ଦିନ ୧୧ଟା ୩୦ ଏବଂ ପରେ ୪ଟା ଯାଏଁ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି । ସୋମବାର ଠାରୁ ଆରମ୍ଭ ହୋଇଛି ବିଧାନସଭାର ସପ୍ତଦଶ ଅଧିବେଶନ। ତେବେ ଗତକାଲି ବିଧାନସଭା ଅଧିବେଶନରେ ଦେଖିବାକୁ ମିଳିଥିଲା ହଟ୍ଟଗୋଳ ।