କଳାହାଣ୍ଡିରେ ମୃଦୁ ଭୂକମ୍ପ
କଳାହାଣ୍ଡିରେ ମୃଦୁ ଭୂକମ୍ପ। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୩.୫। ଦିନ ୧୧ଟା ୨୯ରେ ଭୂକମ୍ପ ଅନୁଭୂତ ହୋଇଥିଲା। ଫଳରେ ଲୋକମାନେ ଭୟଭୀତ ହୋଇପଡିଥିଲେ।
ଘରୁ ବାହାରକୁ ବାହାରି ଆସିଥିଲେ। ତେବେ ଭୂକମ୍ପରେ କାହାର କୌଣସି କ୍ଷତି ହୋଇନାହିଁ।
Recover your password.
A password will be e-mailed to you.