ଭୁବନେଶ୍ୱର() ନୟାଗଡ଼ ପରୀ ହତ୍ୟା ମାମଲାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଲା ପରୀ ହତ୍ୟା ମାମଲାର ତଦନ୍ତ ଏସଆଇଟି ଦ୍ୱାରା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଘୋଷଣା କରିଛନ୍ତି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଉପସ୍ଥିତ ମୁଖ୍ୟମନ୍ତ୍ରୀ ବିଧାନସଭାରେ ଏହି ଘୋଷଣା କରିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ବେଳେ ବିରୋଧୀମାନେ ହୋହାଲ୍ଲା ଜାରି ରଖିଥିଲେ ।