୧୬ଟି ଜିଲ୍ଲାରେ ଆରଟିପିସିଆର ଟେଷ୍ଟି ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨୦ କୋଟି ମଞ୍ଜୁର
ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି କୋଭିଡ୍ ଟେଷ୍ଟିଂ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୬ଟି ଜିଲ୍ଲାରେ RT-PCR ଟେଷ୍ଟି ପରୀକ୍ଷାଗାର ପାଇଁ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ଚିହ୍ନିତ ୧୬ ଜିଲ୍ଲା!-->!-->!-->…