ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲା ପୋକ୍ସୋ କୋର୍ଟ
ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍ ଦଣ୍ଡ। ଦଣ୍ଡାଦେଶ ଶୁଣାଇଲେ ବ୍ରହ୍ମପୁର ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟ। ୨୨ ଜଣଙ୍କ ସାଖୀ ପ୍ରମାଣ ଆଧାରରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ୨୦୧୯ରେ ଜଣେ ନାବାଳିକାକୁ ଦୁଷ୍କର୍ମ ହୋଇଥିଲା । ଦିଗପହଣ୍ଡି ଥାନା ଅନ୍ତର୍ଗତ ଭୀଷ୍ମଗିରିର ମୁନା ବାଡତ୍ୟା!-->…