ମନ୍ କି ବାତ୍: ଧୈର୍ଯ୍ୟ ଓ ସହନଶୀଳତାର ପରୀକ୍ଷା ନେଉଛି କରୋନା
ନୂଆଦିଲ୍ଲୀ: ଆଜି ମାସିକ ରେଡ଼ିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ୭୬ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, କୋଭିଡ୍-୧୯ର ପ୍ରଥମ ପ୍ରବାହକୁ ସଫଳତାର ସହ ମୁକାବିଲା କରିବା ପରେ ଦେଶର ମନୋବଳ ସୁଦୃଢ଼ ହୋଇଥିଲା କିନ୍ତୁ, ଏଥରର କରୋନା ‘ତୋଫାନ୍’ ଦେଶକୁ ବିପର୍ଯ୍ୟସ୍ତ କରି!-->…