୭୭ ବିଧାୟକଙ୍କ ଜୀବନ ପ୍ରତି ବିପଦ, ସୁରକ୍ଷା ଦେବ ସେନା
କଲିକତା: ୭୭ ବିଧାୟକଙ୍କୁ ସୁରକ୍ଷା ଦେବେ ସେନା । ପଶ୍ଚିମବଙ୍ଗ ବିଧାନସଭାକୁ ନୂଆ ନିର୍ବାଚିତ ହୋଇଥିବା ସମସ୍ତ ୭୭ ବିଧାୟକଙ୍କ ଜୀବନ ପ୍ରତି ବିପଦ ଥିବାରୁ ସେମାନଙ୍କୁ ଅର୍ଦ୍ଧ ସାମରିକ ବଳ ସୁରକ୍ଷା ଯୋଗାଇବେ । ସୋମବାର ଦିନ ସୂଚନା ଦିଆଯାଇଛି କି,ଗୃହ ମନ୍ତ୍ରଣାଳୟର ଆଦେଶ ମୁତାବକ!-->…