ଦୁଇ ଜିଲ୍ଲାକୁ ଗଲେ ୨୮ ଅତିରିକ୍ତ ଡାକ୍ତର
ଭୁବନେଶ୍ୱ : ବାତ୍ୟା ‘ୟାସ୍’ରେ ସର୍ବାଧିକ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡ଼ିକୁ ରାଜ୍ୟ ସରକାର ପଠାଇଲେ ଡାକ୍ତରୀ ଟିମ୍। ୨୮ ଜଣ ଡାକ୍ତରଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ବାତ୍ୟା ପରେ ଅର୍ଥାତ ୨୮ ତାରିଖରେ ଆଉ ୮ ଜଣ ପୋଷ୍ଟ ପିଜି ଡାକ୍ତର ଓ ୨୦ ଜଣ!-->…