କୋଟିଆ ମାମଲା: ଆନ୍ଧ୍ରକୁ ଜବାବ୍ ତଲବ ନୋଟିସ
କୋରାପୁଟ: ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି | କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଓଡ଼ିଶାର ଆବେଦନ ଉପରେ ପ୍ରତିପକ୍ଷ ଆନ୍ଧ୍ରକୁ ଜବାବ ତଲବ ନୋଟିସ ହୋଇଛି ।ଆସନ୍ତା ଶୁକ୍ରବାର ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ!-->…