ବର୍ଷାଙ୍କ ମାମଲା ଖାରଜ କଲେ କୋର୍ଟ
କଟକ: ଦିନକୁ ଦିନ ନୂଆ ମେଡ ନେବାରେ ଲାଗିଛି ବର୍ଷା-ଅନୁଭବଙ୍କ ବିବାଦ । ଛାଡ଼ପତ୍ରକୁ ନେଇ ଉଭୟଙ୍କ ମଧ୍ୟରେ ଲାଗିଥିବା ବିବାଦ ଦିନକୁ ଦିନ ନୂଆ ରୂପ ନେଉଛି । କଟକ ଫ୍ୟାମିଲ କୋର୍ଟରେ ବର୍ଷାଙ୍କ ପକ୍ଷରୁ ଦାୟର କରାଯାଇଥିବା ମାମଲାକୁ ଖାରଜ କରିଛନ୍ତି କୋର୍ଟ । ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ!-->…