ରାଜ୍ୟକୁ ଅଧିକ ପରିମାଣର ସାର ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ
ଭୁବନେଶ୍ୱର() କୋଭିଡ୍-୧୯ସ୍ଥିତିରେ ଚଳିତ ଖରିଫ୍ ଚାଷ ନିମନ୍ତେ ଚାଷୀମାନେ ଯେପରି ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀଠିକଣା ସମୟରେ ଓ ଧାର୍ଯ୍ୟ ଦରରେ ପାଇପାରିବେ ସେଥି ନିମନ୍ତେ ପ୍ରତ୍ୟେକ ସ୍ତରରେ ତଦାରଖ ବ୍ୟବସ୍ଥାକୁଅଧିକ କଡ଼ାକଡ଼ି କରାଯାଇଛି ଓ ରାଜ୍ୟକୁ ଅଧିକ ପରିମାଣର ସାର ଯୋଗାଇଦେବା…