Odia News Portal
Browsing Tag

aswini baishanav

ଅଶ୍ୱିନୀ ବୈଷ୍ଣବ ଓଡ଼ିଶାରୁ ପୁଣି ରାଜ୍ୟସଭା ପ୍ରାର୍ଥୀ

ସବୁ ଚର୍ଚ୍ଚାର ଅନ୍ତ ଘଟିଲା। ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷେଣା କଲା ବିଜେପି । ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଗତ ଥର ମଧ୍ୟ ଅଶ୍ୱିନୀଙ୍କୁ ବିଜେପି…