ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବାବା ରାମଦେବ
ନୂଆଦିଲ୍ଲୀ: ଏଲୋପାଥି ଚିକିତ୍ସା ଓ ଏଲୋପାଥି ଡାକ୍ତରଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଯୋଗଗୁରୁ ବାବା ରାମଦେବଙ୍କ ଅଡ଼ୁଆ ବଢ଼ିଛି। ଦେଶବ୍ୟାପୀ ତାଙ୍କ ବିରୋଧରେ ଏତଲା ଦିଆଯିବା ପରେ ବିବ୍ରତ ରାମଦେବ ସର୍ବୋଚ୍ଚ ନ୍ୟାୟାଳୟର ଦ୍ବାରସ୍ଥ ହୋଇଛନ୍ତି। ବୁଧବାର ଏକ ଯାଚିକା ମାଧ୍ୟମରେ!-->…