ବଜରଙ୍ଗଙ୍କୁ ବ୍ରୋଞ୍ଚ
ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ । ବ୍ରୋଞ୍ଜ ବିଜୟୀ ବଜରଙ୍ଗ । ୮-୦ରେ ଖେଳ କଲେ ଖତମ । ଭାରତ ପାଇଁ ଆଉ ଏକ ବ୍ରୋଞ୍ଜ ପଦକ ଆଣିଲେ ବଜରଙ୍ଗ ପୁନିଆ । ୬୫ କେଜି ବର୍ଗରେ ବଜରଙ୍ଗ ପୁନିଆ କାଂସ୍ୟ ପଦକ ଜିତିଛନ୍ତି । କାଜଖସ୍ତାନର ଦୌଲେତ ନିୟାଜବେକୋଭଙ୍କୁ ପୁନିଆ ୮-୦ରେ ମାତ୍!-->…