ଶେଷ ପର୍ଯ୍ୟାୟରେ ରେଳ ନିର୍ମାଣ କାର୍ଯ୍ୟ : ଖୁବଶ୍ରୀଘ୍ର ଗଡିବ ନୀଳଗିରି ରେ ଯାତ୍ରୀବାହୀ ରେଳ
ଦୀର୍ଘବର୍ଷ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ଖୁବ୍ଶୀଘ୍ର ବାଲେଶ୍ବର ଜିଲ୍ଲା ଅଧୀନ ନୀଳଗିରି ଅଞ୍ଚଳକୁ ଯାତ୍ରୀବାହୀ ଟ୍ରେନ୍ ଗଡ଼ିବ। ସାଂସଦ ପ୍ରତାପ ଷଡ଼ଙ୍ଗୀ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟି ଏସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ଅଞ୍ଚଳବାସୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି!-->…