ପାସ୍ ହେଲା ବସ୍ତି ବାସିନ୍ଦାଙ୍କ ଭୂମି ଅଧିକାର ସଂଶୋଧନ ବିଲ୍
ଭୁବନେଶ୍ୱର: ଭୁବନେଶ୍ୱର: ହଟଗୋଳ ଭିତରେ ବିଧାନସଭାରେ ପାରିତ ହୋଇଛି ଓଡିଶା ବସ୍ତି ବାସିନ୍ଦା ମାନଙ୍କର ଭୂମି ଅଧିକାର ସଂଶୋଧନ ବିଲ। ଏହା ଦ୍ୱାରା ଯେଉଁମାନେ ବସ୍ତିରେ ଦୀର୍ଘ ଦିନ ଧରି ବାସ କରୁଥିବେ ସେମାନଙ୍କୁ ୩୦ ବର୍ଗ ମିଟର ଜାଗା ଯୋଗାଇ ଦିଆଯିବ । ଯାହା ଫଳରେ ପ୍ରଧାନମନ୍ତ୍ରୀ ଆବାସ!-->…