ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ୍
କଟକ: ଟାଟା କମ୍ପାନୀରେ ଚାକିରୀ କରାଇଦେବା ନାଁରେ ଠକେଇ ଅଭିଯୋଗରେ ଫସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଉ ଏକ ମାମଲାରେ ମିଳିଛି ସର୍ତ୍ତ ମୂଳକ ଜାମିନ୍ । ଗୋଳନ୍ଥରା ଥାନାରେ ହୋଇଥିବା ମାମଲାରେ ତାଙ୍କୁ ୨ ଲକ୍ଷ ଟଙ୍କା ସହ ଦୁଇଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟରୁ!-->…