ଜାଣନ୍ତୁ ଭଦ୍ରକରେ କେମିତି ରହିଛି ଭାରତ ବନ୍ଦର ପ୍ରଭାବ
ଭଦ୍ରକ: କୃଷି ଆଇନ ଓ ବିଦ୍ୟୁତ ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହ କ୍ରମରେ ଭଦ୍ରକରେ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ଯାହାର ପ୍ରଭାବ ଜିଲ୍ଲାରେ ପରିଲକ୍ଷିତ ହୋଇଛି । ଜିଲ୍ଲାର!-->…