ବନ୍ଦ ହେବ ଖଣ୍ଡଗିରି ମେଳା
ଓଡିଶାରେ କରୋନା ସଂକ୍ରମଣ ଏବେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । କିଛି ଦିନ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିବା ପରେ ଏବେ ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ସମସ୍ତେ ସତର୍କତା ଅବଲମ୍ବନ କରିବାକୁ କହିଛି ସ୍ୱାସ୍ଥ୍ୟ!-->…