Odia News Portal
Browsing Tag

bhubneswar

କିନ୍ନର ପାଳିଲେ ସାବିତ୍ରୀ ବ୍ରତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କିନ୍ନରମାନେ ପାଳିଛନ୍ତି ସାବିତ୍ରୀ ବ୍ରତ । ନିଜ ଗୁରୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ଆଜିର ଦିନଟିକୁ । କିନ୍ନରମାନେ ନିଜର ଗୁରୁଙ୍କୁ ସ୍ୱାମୀ ବୋଲି ମାନନ୍ତି । ଏଣୁ ସେମାନଙ୍କ ଉଦ୍ଦେଶ୍ୟରେ ଆଜିର ଦିନଟିକୁ କାଷ୍ଟାର ସହ ପାଳନ କରିଥାନ୍ତି ।

ରାଜଧାନୀରେ ଶର୍ଯ୍ୟାଶାୟୀଙ୍କୁ ଟିକାକରଣ

ଭୁବନେଶ୍ୱର: କରୋନା ସଞ୍ଜିବନୀ ନେବା ଲାଗି ମସସ୍ତେ କରୁଛନ୍ତି ପଞ୍ଜିକରଣ । ତେବେ ଶର୍ଯ୍ୟାଶାୟୀ ଓ ଶାରିରୀକ ଅକ୍ଷମ ଲୋକଙ୍କ ଟିକାକରଣ କରାଯିବା ନେଇ ବିଏମସି ପକ୍ଷରୁ ପଞ୍ଜିକରଣ କରାଯାଇଥିଲା । ଆଜି ଘରକୁ ଘର ବୁଲି ଦିଆଯାଇଛି ଟିକା । ରାଜଧାନୀରେ ଏପର୍ଯ୍ୟନ୍ତ ୫୧ ଜଣ ଶଯ୍ୟାଶାୟୀ ଟୀକା ନେବା

ଏୟାର ଆମ୍ବୁଲାନ୍ସରେ କୋଲକାତା ଗଲେ ଅଭିଶେକ

ଭୁବନେଶ୍ୱର: ଗ୍ରୀନକରିଡରରେ ଏୟାରପୋର୍ଟରେ ପହଞ୍ଚିବା ପରେ କୋଲକାତା ଅଭିମୁଖେ ଏୟାର ଆମ୍ବୁଲାନ୍ସ ଯ୍ଧବକ୍ତନ୍ତି ଅଭିଶେକ ମହାପାତ୍ର । ଭୁବନେଶ୍ୱର କଳିଙ୍ଗ ହସ୍ପିଟାଲ ଛକରୁ ବିମାନ ବନ୍ଦର ଯାଏଁ ବିଏମସି ପକ୍ଷରୁ ଗ୍ରୀନ କରିଡରର ବ୍ୟବସ୍ଥା କରାଯାଇ ଅଭିଷେକ୍ଙ୍କୁ ବିମାନ ବନ୍ଦର ନିଆଯାଇଥିଲା ।

ଫଳଦର ଆକାଶ ଛୁଆଁ, ପଢ଼ନ୍ତୁ ଭୁବନେଶ୍ୱରରେ କେତେ ଟଙ୍କା ରହିଛି କେଉଁ ଫଳର ଦର

ଭୁବନେଶ୍ୱର: ରାତି ପାହିଲେ ସାବିତ୍ରୀ ବ୍ରତ । ସ୍ୱାମୀର ଆୟୂଷ ମନାସୀ ବ୍ରତ ରଖିଥାନ୍ତି ସାଧବା ମହିଳା । ତେବେ ଏହି ସାବିତ୍ରୀ ବ୍ରତ ଲାଗି ଫଳ ଦର ଆକାଶ ଛୁଆଁ ରହିଛି । ବଡ଼ ବଡ଼ ମଲ ବନ୍ଦ ରହିଥିବାରୁ ଫୁତଫାତରେ ବସୁଥିବା ଦୋକାନରେ ଲାଗିଛି ପ୍ରବଳ ଭିଡ଼ । ଦିନ ୧୧ଟା ଟାଏଁ ଖୋଲା ରହୁଥିବାରୁ

୨୪ ଘଣ୍ଟାରେ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୬୬୧ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । ତେବେ ଖୋର୍ଦ୍ଧା ଜିଲ୍ଲାରୁ ପ୍ରତିଦିନ ସର୍ବାଧିକ ରୋଗୀ ଚିହ୍ନଟ ହେଉଛନ୍ତି । ତେବେ ରାଜଧାନୀ ଭୁବନେଶ୍ୱରରୁ ମୁଖ୍ୟତଃ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ମହାନଗର ନୀଗମରେ ୬୬୧ ନୁଆ ସଂକ୍ରମିତ ଚିହ୍ନଟ

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ଦିନ ଦ୍ୱିପ୍ରହରରେ ଗୋଡ଼ାଇ ଗୋଡ଼ାଇ ହାଣିଲେ । ବୁଦ୍ଧ ନଗର କଦଳୀ ଗୋଦାମ ବସ୍ତିରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । କାର୍ତ୍ତିକ ସାହୁ ନାମକ ଜଣେ ଯୁବକଙ୍କ ହତ୍ୟା କରିଥିବା ସୂଚନା ମିଳିଛି । ପୋଲିସ ଏହି ଘଟଣାରେ ୫ଜଣଙ୍କୁ ଗିରଫ କରିଛି । ଅଧିକ ତଦନ୍ତ

‘ଏକାମ୍ର ଯୋଜନା’ ପାଇଁ ଗଠନ ହେଲା ପ୍ରକଳ୍ପ ଉପଦେଷ୍ଠା କମିଟି

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରର ଚତୁଃପାଶ୍ୱର୍ର ଉନ୍ନତି କରଣ ଲାଗି ଗଠନ ହୋଇଛି ପ୍ରକଳ୍ପ ଉପଦେଷ୍ଟା କମିଟି । ପ୍ରାୟ ଦେଢ଼ ବର୍ଷ ହେଲା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲେ ହେଁ ଏର୍ଯ୍ୟନ୍ତ ଏହାର ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ ହୋଇପାରିନି। ଏବେ ଏହି ଯୋଜନାରେ ଯେପରି ଏକାମ୍ର କ୍ଷେତ୍ରର

ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପ୍ରାକ୍ ମୌସୁମୀ ପ୍ରଭାବରେ ଆଜିଠୁ ବର୍ଷା । ତେବେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଦକ୍ଷିଣ

ଟିକାକରଣ ନେଇ ବାଉଳା କରୁଛି ବିଏମ୍‌ସିି

ବାଚାଳାମି ଦୋଷ ଭୁବନେଶ୍ୱର : ରାଜଧାନୀରେ ଟିକାକରଣ ନେଇ ଲୋକଙ୍କୁ ବାଉଳା କରୁଛି ବିଏମ୍‍ସି । କେତେବେଳେ କହୁଛି ସ୍ଲଟ ଖୋଲିବ ବୁକିଂ କର ତ ଆଉ କେତେବେଳେ କହୁଛି ବିନା ବୁକିଂରେ ଆସ । ଗୋଟିଏ ପଟେ ଟିକା ଅଭାବ କଥା କହୁଥିବାବେଳେ ଅନ୍ୟପଟେ ରାସ୍ତାଘାଟ ବୁଲି ଲୋକଙ୍କୁ ଟିକା ଫୋଡି ଫଟୋ

୨୪ ଘଣ୍ଟାରେ ଭୁବନେଶ୍ୱରରୁ ଚିହ୍ନଟହେଲେ ୫୬୬ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: କରୋନା ଚେନକୁ ଭାଙ୍ଗିବା ଲାଗି ଜାରି ରହିଛି ଲକଡାଉନ ଓ ସଟଡାଉନ । ଯାହା ଫଳରେ ତଳମୁହାଁ ହେବାକୁ ବସିଛି କରୋନା ମିଟର । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ୫୬୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସ୍ଥାନୀୟ ଅଞ୍ଚଳରୁ ୪୫୪ ଜଣ