Odia News Portal
Browsing Tag

bhubneswar

ସମ୍ ପ୍ରଫେସର ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍‌୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କର୍ଣ୍ଣ, ନାସା ଓ ଗଳା (ଇଏନ୍‌ଟି) ତଥା ମୁଣ୍ଡ ଓ ବେକ ଶଲ୍ୟ ବିଭାଗର ମୁଖ୍ୟ ପ୍ରଫେସର ସନ୍ତୋଷ କୁମାର ସ୍ୱାଇଁ ୨୦୨୧ ନି ମନ୍ତେ ଗ୍ଲୋବାଲ୍ ଟିଚିଂ ଏକ୍ସି ଲେନ୍ସ

ପ୍ରେମ ନିବେଦନ ନଶୁଣିବାରୁ ଯୁବତୀଙ୍କୁ ଏସିଡ୍ ମାଡ଼ କଲା ପାଗଳ ପ୍ରେମିକ

ଭୁବନେଶ୍ୱର: ଏକତରଫା ପ୍ରେମର କରୁଣ ପରିଣତି । ଯୁବତୀଙ୍କୁ ଦୀର୍ଘଦିନ ହେବ ପ୍ରେମ ନିବେଦନ କରି ଆସୁଥିଲେ ଯୁବତୀ । ପ୍ରେମ ନିବେଦନକୁ ପ୍ରତ୍ୟାଖ୍ୟାନ କରୁଥିଲେ ଯୁବତୀ । ଶେଷରେ ପ୍ରେମିକର ମୁଣ୍ଡକୁ ପିତ ଚଢ଼ିଯାଇଥିଲା । ଆଉ ଯୁବତୀଙ୍କୁ ଏସିଡ ମାଡ଼ କରିବାକୁ ପଛାଇନାହିଁ । ରାଜଧାନୀ ଉପକଣ୍ଠ

ରାଜଧାନୀ ୟୁନିଟ୍‌-୪ ପରିବା ଓ ମାଛ ମାର୍କେଟ ସିଲ୍

ଭୁବନେଶ୍ୱର: ରାଜଧାନୀର ୪ ନମ୍ବର ପରିବା ମାର୍କେଟରେ ବିଏମସି ଚଢାଉ କରି ସିଲ୍ କରିଛି । କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ପରିବା ମାର୍କେଟ ସିଲ୍ କରିଛି ବିଏମସି । ୟୁନିଟ ୪ ମାଛ ମାର୍କେଟକୁ ବି ସମାନ କାରଣରୁ ସିଲ୍ ହୋଇଛି । ସଟଡାଉନ ବେଳେ ମାଛ ବଜାରରେ କୋଭିଡ ନିୟମ ଉଲ୍ଲଂଘନ ହେଉଥିଲା ।

ଭୁବନେଶ୍ୱରରେ ଖୋଲିବ ଧର୍ମାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଭନ୍ନ ପ୍ରସିଦ୍ଧ ଧର୍ମାନୁଷ୍ଠାନମାନ ଖୋଲିଲାଣି । ଧବଳେଶ୍ୱରଙ୍କଠାରୁ ଆରମ୍ଭ କରି ବଳଦେବଜୀୟଙ୍କ ପୀଠ ସବୁଠି ଭକ୍ତଙ୍କ ପ୍ରବେଶ ହେଲାଣି । ଭୁବନେଶ୍ୱରରେ ଧର୍ମାନୁଷ୍ଠାନ ଖୋଲିବା ପାଇଁ ବିଏମସି କମିଶନରଙ୍କ ବୈଠକ ଅନୁଷ୍ଠିତ ହୋଇଛି । ବିଭିନ୍ନ

ରାଜଧାନୀରୁ ୩୩୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୩୩୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ୩୩୫ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୮୯ଜଣ ଥିବା ବେଳେ

ସପ୍ତାହରେ ଦୁଇଦିନ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର: ଜାତୀୟ ଉଦ୍ୟାନ ନନ୍ଦନକାନନ ସପ୍ତାହରେ ଦୁଇଦିନ ବନ୍ଦ ରହିବ । ଶନି ବାର ଏବଂ ରବିବାର ନନ୍ଦନକାନନ ବନ୍ଦ ରହିବ । ସପ୍ତାହରେ ୫ଦିନ ଖୋଲା ରହିବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । କରୋନା କଟକଣାକୁ ଦୃଷ୍ଟିରେ ରଖି ସପ୍ତାହରେ ଏହି ଦୁଇଦିନ ବନ୍ଦ ରହିବ । ସେପଟେ

ରାଜଧାନୀରୁ ଧରାହେଲା ବଜ୍ରକାପ୍ତା ରାକେଟ୍‌

ଭୁବନେଶ୍ୱର: ବଜ୍ରକାପ୍ତା ଚୋରା କାରବାର କରୁଥିବା ରାକେଟକୁ ଧରିଛି କ୍ରାଇମବ୍ରାଞ୍ଚ ଏସଟିଏଫ । କଳିଙ୍ଗ ଷ୍ଟୁଡିଓ ଛକରେ ଡିଲ୍ ଚାଲିଥିବା ବେଳେ ଚୋରା ବେପାରୀଙ୍କୁ ଧରିବା ସହ ଗୋଟିଏ ବଜ୍ରକାପ୍ତା ଉଦ୍ଧାର କରିଛି ଏସଟିଏଫ । ତିନି ବେପାରୀଙ୍କୁ ଗିରଫ କରାଯାଇଛି । ୫ ଲକ୍ଷ ଟଙ୍କାର ଡିଲ୍

ଅଗଷ୍ଟ ୧୦ରୁ ଖୋଲିବ ପ୍ଲାନେଟୋରିୟମ

ଭୁବନେଶ୍ୱର: ଆସନ୍ତା ୧୦ ତାରିଖରୁ ରାଜ୍ୟରେ ୩ଟି ସ୍ଥାନରେ ଥିବା ପ୍ଲାନେଟୋରିୟମ ଖୋଲିବ । କରୋନା ସର୍ତ୍ତାବଳୀକୁ ଅନୁପାଳନ କରି ଏହା ଖୋଲାଯିବ । ଏନେଇ ପଠାଣି ସାମନ୍ତ ପ୍ଲାନେଟୋରିୟମର ନିଦେ୍ର୍ଧଶକ ଲକ୍ଷ୍ମୀଧର ଦାସ ସୂଚନା ଦେଇଛନ୍ତି ।ସେ କହିଛନ୍ତି, ଭୁବନେଶ୍ୱର ସ୍ଥିତ ପଠାଣି ସାମନ୍ତ

ସ୍ମାର୍ଟସିଟି ପ୍ରତିଯୋଗିତାରେ ଭୁବନେଶ୍ୱରକୁ ମିଳିଲା ଆଉ ଏକ ଜାତୀୟ ପୁରସ୍କାର

ଭୁବନେଶ୍ୱର: ସ୍ମାର୍ଟ ସିଟି ଭୁବନେଶ୍ୱର ପୁଣି ହାତେଇଲା ଜାତୀୟ ସ୍ତରୀୟ ଆୱାର୍ଡ଼ । କେନ୍ଦ୍ର ସହର ବିକାଶ ମନ୍ତ୍ରଣାଳୟ ପକ୍ଷରୁ ସାଇକେଲ ଫର ଚେଞ୍ଜ ପ୍ରତିଯୋଗିତାରେ ଦେଶର ପ୍ରମୁଖ ୧୧ଟି ସହର ମଧ୍ୟରେ ଦ୍ୱିତୀୟ ସ୍ଥାନ ହାସଲ କରିଛି । ସାଇକେଲ ଚଳାଇବାକୁ ପ୍ରୋତ୍ସାହିତ କରିବା ଓ ଏଥିପାଇଁ

ରାଜଧାନୀରେ ସଫେଇ ସଂସ୍ଥା ଓ ୱାର୍ଡ ଅଫିସରଙ୍କ କାର୍ଯ୍ୟକୁ ନେଇ ପ୍ରଶ୍ନ

ଭୁବନେଶ୍ୱର : ରାଜଧାନୀରେ ଏବେ ଡେଙ୍ଗୁ ମାତିଛି । ପ୍ରତିଦିନ ମଶା କାମୁଡାରେ ଘାଇଲା ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ଲୋକେ ବିଏମ୍‍ସି ଉପରେ ରକ୍ତଚାଉଳ ଚୋବାଉଛନ୍ତି । ତେବେ ଏଭଳି ସ୍ଥିତିରେ ସହରର ବହୁ ଅଞ୍ଚଳରେ ସଫେଇ ଦାୟିତ୍ୱ ନେଇଥିବା ଘରୋଇ ସଂସ୍ଥା ଓ ପ୍ରତି ୱାର୍ଡରେ ନିଯୁକ୍ତ