ଓହରିଲେ ଭୂପିନ୍ଦର ସିଂ ମାନ୍
ନୂଆଦିଲ୍ଲୀ: ନୂଆ କୃଷି ଆଇନ ଉପରେ ସୁପ୍ରିମକୋର୍ଟ ଦ୍ଵାରା ଗଠିତ ଚାରି ସଦସ୍ୟ ବିଶିଷ୍ଟ କମିଟିରୁ ଭାରତୀୟ କିଷାନ ୟୁନିୟନର ରାଷ୍ଟ୍ରୀୟ ସଭାପତି ତଥା ଅଖିଳ ଭାରତୀୟ କିଷାନ ସମନ୍ଵୟ କମିଟିର ସଭାପତି ଭୂପିନ୍ଦର ସିଂହ ମାନ ନିଜକୁ ବାଦ ଦେଇଛନ୍ତି । କୃଷକ ଆନ୍ଦୋଳନର ସମାଧାନ ପାଇଁ!-->…