ଓଡିଶାରେ ASI DG ଭି.ବିଦ୍ୟାବତୀ
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ASI DG ଭି.ବିଦ୍ୟାବତୀ। ଆଜି ସେ ପ୍ରଥମେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି । ପରିକ୍ରମା ମାର୍ଗ ପ୍ରକଳ୍ପ ମାଷ୍ଟରପ୍ଲାନର ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରୁଛନ୍ତି । ଏଏସଆଇ ଡିଜିଙ୍କ ସହିତ!-->…