Odia News Portal
Browsing Tag

Biju pattnaik

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ

ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ପୁଣ୍ୟତିଥିରେ ରାଜ୍ୟବାସୀଙ୍କ ସେବା ଉଦ୍ଦେଶ୍ୟରେ ନିଜକୁ ଉତ୍ସର୍ଗ କରିବେ ବିଜେଡି ନେତା ଓ କର୍ମୀ । ଏହା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି

ଅମିତ ରୋହିଦାସଙ୍କ ବିଜୁ ପଟ୍ଟନାୟକ କ୍ରୀଡା ଓ ସାହସିକତା ପୁରସ୍କାର

ଭୁବନେଶ୍ୱର: ଆଜି ଜାତୀୟ କ୍ରୀଡା ଦିବସ ଅବସରରେ ପ୍ରଦାନ କରାଯାଇଛି ବିଜୁ ପଟ୍ଟନାୟକ କ୍ରୀଡା ଓ ସାହସିକତା ପୁରସ୍କାର । ହକି କୋଚ୍ କାଳୁ ଚୌଧୁରୀଙ୍କୁ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାର ଦିଆଯାଇଛି । କାଳୁ ଚୌଧୁରୀଙ୍କୁ ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି । ଶ୍ରେଷ୍ଠ

ଓଡ଼ିଶା ଫେରିବ ବିଜୁବାବୁଙ୍କ ପ୍ରିୟ ବିମାନ ଡାକୋଟା

ଭୁବନେଶ୍ୱର: ଓଡ଼ିଶା ଫେରିବ ବିଜୁ ବାବୁଙ୍କ ପ୍ରିୟ ବିମାନ ଡାକୋଟା । ଏନେଇ ଆରମ୍ଭ ହୋଇଛି ଜୋରଦାର ପ୍ରସ୍ତୁତି । କୋଲକାତାରୁ ଅଣାଯିବା ନେଇ ବିଚାର ବିମର୍ଶ ଜାରି ରହିଛି । ଏହି ବିମାନ ଆଣିବା ଲାଗି ସପ୍ତାହକ ମଧ୍ୟରେ ଟେଣ୍ଡର ହେବ । ତେବେ ଏହା ଆସିବା ପରେ ଭୁବନେଶ୍ୱର ବିମାନ ବନ୍ଦର ଗୋଲେଇ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୪ ତମ ଶ୍ରାଦ୍ଧଦିବସ

ଭୁବନେଶ୍ୱର: ଆଜି ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ |ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୪ ତମ ଶ୍ରାଦ୍ଧଦିବସ । ଏନେଇ ବିଜୁ ଜନତା ଦଳ ମୁଖ୍ୟ କାର୍ଯ୍ୟାଳୟରେ ବିଜୁ ବାବୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ସହ ସ୍ମୃତି ଚାରଣ କରାଯାଇଥିଲା । ବରିଷ୍ଠ ବିଜେଡି ନେତା

ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପକ୍ଷରୁ ବିଜୁ ଜୟନ୍ତୀ ପାଳନ

ଭୁବନେଶ୍ବର: ବିଜୁ ବାବୁଙ୍କର ବ୍ୟକ୍ତିତ୍ବର ସବୁଠାରୁ ବଳିଷ୍ଠ ଦିଗ ହେଉଛି ତାଙ୍କ ସାହସିକତା । ସେ ରାଜନୀତି ହେଉ, ବା ବିମାନ ଚାଳନା – ସବୁ କ୍ଷେତ୍ରରେ ତାଙ୍କର ଅସୀମ ସାହସ ସବୁବେଳେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ହୋଇଥାଏ।ଜଣେ ଦୁର୍ଦ୍ଦଶ ପାଇଲଟ ଭାବରେ ବିଜୁ ବାବୁ ଦେଶ ବିଦେଶରେ ସୁପରିଚିତ।

ପ୍ରବାଦ ପୁରୁଷ ଓଡ଼ିଶାର ସ୍ୱାଭିମାନ ବିଜୁ ବାବୁ….

ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୫ ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଜୁ ବାବୁଙ୍କୁ ମନେ ପକାଉଛନ୍ତି ସମ୍ପୂର୍ଣ୍ଣ ଓଡ଼ିଶାବାସୀ। ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ୧୯୧୬ ମସିହା ମାର୍ଚ୍ଚ ୫

ବିଜୁବାବୁଙ୍କ ଜନ୍ମବାର୍ଷିକୀ ଉପଲକ୍ଷେ ସାଇକେଲ ଶୋଭାଯାତ୍ରା

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ କଟକ ସ୍ଥିତ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନ ଠାରୁ ଭୁବନେଶ୍ୱର ବିମାନବନ୍ଦର ସ୍ଥିତ ବିଜୁ ବାବୁଙ୍କ ପ୍ରତି ମୂର୍ତ୍ତି ପର୍ଯ୍ୟନ୍ତ ଏକ ବିଶାଳ ସାଇକେଲ ଯାତ୍ରାର ଆୟୋଜନ