ହାରିବା ଭୟରେ ନିର୍ବାଚନୀ ହିଂସା ସୃଷ୍ଟି କରୁଛି ବିଜେପି
ଯାଜପୁରର ବିଞ୍ଝାରପୁର ଅଞ୍ଚଳରେ ସାମ୍ବାଦିକମାନଙ୍କ ଉପରେ ହୋଇଥିବା ଆକ୍ରମଣକୁ ତୀବ୍ର ନିନ୍ଦା ପ୍ରକଟ କରିଛି ବିଜେଡି । ଦଳର ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି, ଗଣମାଧ୍ୟମରୁ ଆମେ ଜାଣିବାକୁ ପାଇଲୁ ଯେ ଏହି ଆକ୍ରମଣକାରୀମାନଙ୍କ ବିରୋଧରେ ପୁଲିସ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି ।!-->…