ରାଜ୍ୟ ବଜେଟ୍: କୃଷି କ୍ଷେତ୍ର ପାଇଁ ୨୦ ହଜାର କୋଟି ବ୍ୟୟବରାଦ
ଭୁବନେଶ୍ବର: ବିଧାନସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରୁଛନ୍ତି ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।ମୁଖ୍ୟମନ୍ତ୍ରୀ ଉପସ୍ଥିତିରେ ବିଧାନସଭାରେ ବଜେଟ ଉପସ୍ଥାପନ କରାଯାଉଛି । ନୂଆ ଆର୍ଥିକ ବର୍ଷ ପାଇଁ ମୋଟ ୧ ଲକ୍ଷ ୭୦ ହଜାର କୋଟିର ବ୍ୟୟବରାଦ କରାଯାଇଛି!-->…