ଯୁକ୍ତ ୨ ପରୀକ୍ଷା ବାତିଲ ପରେ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: କରୋନା ଭୟାବହତାକୁ ନେଇ ଗତକାଲି ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଛନ୍ତି ରାଜ୍ୟ ସରକାର । ତେବେ ପରୀକ୍ଷା ବାତିଲ ହେବା ପରେ ପ୍ରତିକ୍ରିୟା ରଖିଛନ୍ତ୍ରି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ୧୫ ଦିନ ମଧ୍ୟରେ ବିଶେଷଜ୍ଞ କମିଟି ଗଠନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ!-->…