ଯୋଗୀ ଆଦିତ୍ୟନାଥ କ୍ୟାବିନେଟରୁ ଆଉ ଜଣେ ମନ୍ତ୍ରୀଙ୍କ ଇସ୍ତଫା
ଯୋଗୀ ଆଦିତ୍ୟନାଥ କ୍ୟାବିନେଟରୁ ଆଉ ଜଣେ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦାରା ସିଂ ଚୌହାନ ବୁଧବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ସେ ଲେଖିଛନ୍ତି ଯେ ରାଜ୍ୟରେ ଦଳିତ, କୃଷକ ଏବଂ ବେକାରଙ୍କ ପ୍ରତି ଅବହେଳା ଯୋଗୁଁ!-->…