ଶ୍ରୀକ୍ଷେତ୍ରରେ ଚାଲିଛି ଶ୍ରୀଜୀଉ ମାନଙ୍କ ପବିତ୍ର ଚନ୍ଦନ ଯାତ୍ରା
“ଚନ୍ଦନଯାତ୍ରା” ହେଉଛି ଶ୍ରୀମନ୍ଦିରରେ ସବୁଠାରୁ ଅଧିକ ଦିନ ଧରି ପାଳିତ ହେଉଥିବା ପର୍ବ। ପ୍ରଭୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ରୁ ମୁକ୍ତି ପାଇବା ପାଇଁ ଏହି ଯାତ୍ରା କରିଥାନ୍ତି, ଯାହା ମୋଟ ୪୨ ଦିନ ଧରି ପାଳିତ ହୋଇଥାଏ। ଏହା ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥାଏ, ପ୍ରଥମ ୨୧ ଦିନ ନରେନ୍ଦ୍ର!-->…