Odia News Portal
Browsing Tag

Chief Minister Naveen Patnaik

ବାଇ-ଲ’ ପ୍ରତ୍ୟାହାର କରୁ କେନ୍ଦ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାଇ-ଲ’ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ । ଅନନ୍ତବାସୁଦେବ ଓ ବ୍ରହ୍ମେଶ୍ୱର ମନ୍ଦିରରୁ କେନ୍ଦ୍ର ପ୍ରସ୍ତାବିତ ବାଇ-ଲ’କୁ ତୁରନ୍ତ ପ୍ରତ୍ୟାହାର କରୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ସମ୍ବେଦନଶୀଳ ଧାର୍ମିକ ପ୍ରସଙ୍ଗରେ କେନ୍ଦ୍ରୀୟ ସଂସ୍ଥା କୌଣସି

ଉଦ୍‌ଘାଟନ ହେବ ହିଞ୍ଜିଳିକାଟୁର ବହୁ ପ୍ରକଳ୍ପ

ହିଞ୍ଜିଳିକାଟୁ: ଗଞ୍ଜାମର ହିଞ୍ଜିଳିକାଟୁରେ ଆଜି ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ପ୍ରକଳ୍ପର ଉଦଘାଟନ କରିବେ। ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା

ମହାପ୍ରଭୁଙ୍କ କାମ କେହି ଅଟକାଇ ପାରିବେନି: ନବୀନ

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରିଥିଲେ । ପ୍ରଥମେ ତଳବଣିଆ ହେଲିପ୍ୟାଡରେ ଓହ୍ଲାଇ ମୁଖ୍ୟମନ୍ତ୍ରୀ ଶ୍ରୀଜିଉଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିରରେ ପହଞ୍ଚିଥିଲେ । କରୋନା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି |

ନବୀନଙ୍କ ଫୋକସରେ କୋଟିଆର ବିକାଶ

କୋଟିଆ: କୋଟିଆର ବିକାଶ ଉପରେ ରାଜ୍ୟ ସରକାରଙ୍କ ଫୋକସ୍ । କୋଟିଆର ବିକାଶ ପାଇଁ ସରକାର ନେଉଛନ୍ତି ବଡ଼ ପଦକ୍ଷେପ । ବିକାଶ ପଥରେ ସୀମାନ୍ତ କୋଟିଆ । ଆଜି ଅନେକ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଟିଆରେ ୧୦ ଶଯ୍ୟା ବିଶିଷ୍ଟ ହସପିଟାଲ, ସବ ସେଣ୍ଟର,

ଝଲସିଲା ପୁରୀ-ଭୁବନେଶ୍ୱର ବାଇପାସ୍‌

ଭୁବନେଶ୍ୱର: ପୁରୀ-ଭୁବନେଶ୍ୱର ବାଇପାସ୍‌ର ହେଲା ଆଲୋକୀକରଣ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ସଂଧ୍ୟାରେ ଭୁବନେଶ୍ୱରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି

ହଷ୍ଟେଲ ଫି’ ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଛାଡ଼ ହେଲା ୯ ମାସର ହଷ୍ଟେଲ ଫି’ | ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସରକାରୀ ଆଇ.ଟି.ଆଇ କଲେଜରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି’ ଛାଡ କରାଯାଛି। ଏହା ଦ୍ୱାରା ପ୍ରାୟ ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ।

କୋଟପାଡ଼ ଦୁର୍ଘଟଣା: ପ୍ରଧାନମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା

କୋରାପୁଟ: ଜୟପୁର ସ୍ଥିତ କୋଟପାଡ଼ ଥାନା ଏନଏଚ୍-୩୨୬ର ସିନ୍ଧି ଗାଁ ମୂର୍ତ୍ତାହାଣ୍ଡିଠାରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଗତକାଲି ୯ ଜଣଙ୍କର ମୃତ୍ୟୁ ହୋଇଥିଲା। କୋରାପୁଟ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି

ଆଉ ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗତା ଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ

କଥା ରଖିଲେ ନବୀନ,୬୨ନୂଆ ପଦବୀ ମଞ୍ଜୁର

ଭୁବନେଶ୍ୱର: ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ |