ଫେବ୍ରୁଆରୀ ୧୦ରୁ ଆରମ୍ଭ ପିଜି କ୍ଲାସ୍
ଭୁବନେଶ୍ୱର: ଫେବ୍ରୁଆରୀ ୧୦ରୁ ଆରମ୍ଭ ହେବ ପିଜି କ୍ଲାସ୍। ପିଜି କ୍ଲାସ୍ ଆରମ୍ଭ ହେବା ନେଇ ସୂଚନା ପ୍ରଦାନ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ୧୦ରୁ କ୍ଲାସ ଆରମ୍ଭ ହେବାକୁ ଥିବାରୁ ୮ରେ ଖୋଲାଯିବ ହଷ୍ଟେଲ | ସେହିଭଳି ପ୍ରି-ଫାଇନାଲ ଇୟର କ୍ଲାସ ମଧ୍ୟ ଫେବୃଆରୀ ୧୦ରୁ ଆରମ୍ଭ ହେବ |!-->…