Odia News Portal
Browsing Tag

cm naveen pattanaik

ସୁନ୍ଦରଗଡରେ ବ୍ୟାରେଜ୍ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଇବ୍ ନଦୀରେ ନିର୍ମାଣ ହେବ ୨ଟି ବ୍ୟାରେଜ୍ । ଏ ନେଇ ଭିଡିଓ କନ୍ଫରେନ୍ସିଂ ଜରିଆରେ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ବ୍ୟାରେଜ୍ ନିର୍ମାଣ କାର୍ୟ୍ୟର ଶିଳାନ୍ୟାସ କରି ଖୁସି ବ୍ୟକ୍ତ କରିଛନ୍ତି ନବୀନ ପଟ୍ଟନାୟକ । ଏହାଦ୍ୱାରା ଘରେ ଘରେ ପିଇବା ପାଣି ପହଞ୍ଚି ପାରିବ । ଚାଷୀର ଜମିକୁ ମଧ୍ୟ

ଆଜି ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା

ରାଜ୍ୟରେ ବଢ଼ିବାରେ ଲାଗିଛି କୋଭିଡ ସଂକ୍ରମଣ ମାମଲା । କୋଭିଡ୍ ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ସ୍ଥିତିର ମୁକାବିଲା ପାଇଁ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଅପରାହ୍ଣ ୫ଟାରେ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରେ ବସିବ ବୈଠକ ।

ଜଗନ୍ନାଥଙ୍କ ପାଖରେ ରାଜ୍ୟ ପାଇଁ ଆଶୀର୍ବାଦ କାମନା କଲେ ମୁଖ୍ୟମନ୍ତ୍ରୀ

ନୂଆ ବର୍ଷରେ ଜଗନ୍ନାଥଙ୍କଙ୍କ ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୁରୀ ଯାଇ ନ ପାରି ଘରୁ ଆଶୀର୍ବାଦ ମାଗିଛନ୍ତି। କାଳିଆ ଠାକୁରଙ୍କୁ ପ୍ରାର୍ଥନା କରିଛନ୍ତି, ନୂଆବର୍ଷ ଓଡ଼ିଶାବାସୀଙ୍କ ପାଇଁ ମଙ୍ଗଳମୟ ହେଉ । ନବୀନ ଜଗନ୍ନାଥଙ୍କ ବଡ଼ ଭକ୍ତ। ତେଣୁ ପ୍ରତିବର୍ଷ ନୂଆବର୍ଷ ଦିନ

ବଢିଲା ମହଙ୍ଗା ଭତ୍ତା

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି । ରାଜ୍ୟ ସରକାରୀ କର୍ମଚାରୀଙ୍କର ବଢିଲା ମହଙ୍ଗା ଭତ୍ତା । ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି । ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବଢିଲା ମହଙ୍ଗା ଭତ୍ତା । ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜୁଲାଇ ପହିଲାରୁ ଲାଗୁ ହେବ । ପେନସନ

ଶିକ୍ଷକଙ୍କୁ ନୂଆ ବର୍ଷରେ ଉପହାର ଦେଲେ ରାଜ୍ୟ ସରକାର

ନୂଆବର୍ଷରେ ଶିକ୍ଷକଙ୍କୁ ଉପହାର ଦେଲେ ନବୀନ। ଶିକ୍ଷକ ଓ ଅଣଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ କଲେ ରାଜ୍ୟ ସରକାର। ଉପକୃତ ହେବେ ପ୍ରାୟ ୨୬ହଜାରରୁ ଅଧିକ ଶିକ୍ଷକ ଓ ଅଣଶିକ୍ଷକ । ୨୦୨୨ ଜାନୁଆରୀ ୧ରୁ ଏହି ସପ୍ତମ ବେତନ କମିଶନ ଲାଗୁ ହେବ ବୋଲି ସୂଚନା ରହିଛି । କ୍ୟାବିନେଟ୍ ବୈଠକରେ

ରାଜ୍ୟରେ ତୃତୀୟ ଲହର ନିମନ୍ତେ ସରକାରଙ୍କ ସତର୍କତା

ଦିନକୁ ଦିନ ବଢିଚାଲିଛି ଓମିକ୍ରନ ଆକ୍ରନ୍ତ ଙ୍କ ସଂଖ୍ୟା ବିଶେଷଜ୍ଞଙ୍କମାନଙ୍କ କହିବା ଅନୁସାରେ ଏହା ତୃତୀୟ ଲହର ସୃଷ୍ଟି କରିବ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଡିସେମ୍ବର ୩୧ ରୁ ଜାନୁୟାରୀ ୨ ପର୍ୟ୍ୟନ୍ତ ସମସ୍ତ ସର୍ବସାଧାରଣ ସ୍ଥଳକୁ ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ ନିଷ୍ପତ୍ତି

ଓଡିଶାରେ ପରିବର୍ତ୍ତନ ହୋଇପାରେ ସ୍କୁଲ ଖୋଲିବା ନିଷ୍ପତ୍ତି

ରାଜ୍ୟରେ ଜାନୁଆରୀ ୩ ତାରିଖରୁ ପ୍ରଥମରୁ ପଞ୍ଚମ କ୍ଲାସ ପିଲାଙ୍କ ପାଇଁ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ବଦଳିପାରେ । ଡିଏମଇଟି ରମାରମଣ ମହାନ୍ତି ଏହ ଏହା ଜଣାଇଛନ୍ତି। ପ୍ରଥମରୁ ପଞ୍ଚମ ପିଲାଙ୍କ ସ୍କୁଲ୍ ଖୋଲିବା ପାଇଁ ଗତକାଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ

ଖୋଲିବ ପ୍ରାଥମିକ ସ୍କୁଲ

ପ୍ରାଥମିକ ସ୍କୁଲ ଖୋଲିବା ନେଇ ନେଲେ ନିଷ୍ପତ୍ତି ରାଜ୍ୟ ସରକାର । ନୂଆବର୍ଷରେ ଖୋଲିବ ପ୍ରାଥମିକ ସ୍କୁଲ । ଜାନୁଆରୀ ୩ ତାରିଖରୁ ଖୋଲିବ ପ୍ରାଥମିକ ସ୍କୁଲ । ପ୍ରଥମରୁ ପଞ୍ଚମ ଯାଏ ଚାଲିବ କ୍ଲାସ । ସକାଳ ୯ଟାରୁ ୧୨ ଟା ଯାଏ ଚାଲିବ କ୍ଲାସ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା

ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ

ଚଳିତ ଡିସେମ୍ବର ୪ ଓ ୫ ତାରିଖ ଦୁଇ ଦିନ ଧରି ସଂଗଠିତ ହୋଇଥିବା ବାତ୍ୟା ଜୱାଦ ଦ୍ବାରା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀ

ଉଠା ଦୋକାନୀଙ୍କୁ ଆର୍ଥିକ ସହାୟତା ଦେଲେ ନବୀନ

ଉଠା ଦୋକାନୀଙ୍କୁ ମିଳିଲା ଆଶ୍ୱସ୍ଥି । ଉଠା ଦୋକାନୀଙ୍କୁ ୩୦୦୦ ଟଙ୍କା ଲାଖାଏଁ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧ ଲକ୍ଷ ୧ ହଜାର ଉଠା ଦୋକାନୀଙ୍କୁ ଏହି ସହାୟତା ପ୍ରଦାନ କରାଯାଇଛି। ରାଜ୍ୟର ୫ ମହାନଗରରେ ଉଠା ଦୋକାନୀଙ୍କୁ କୋଭିଡ଼ ସହାୟତା ପ୍ରଦାନ କରାଯାଇଛି।