କୋଭିଡ ପରିଚାଳନା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ୭ ସୂତ୍ରୀ ପରାମର୍ଶ
*କୋଭିଡ଼ ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ଓ ଅଗ୍ନି ସୁରକ୍ଷା ଉପରେ ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ।
*କୋଭିଡ଼ ଚିକିତ୍ସା କରୁଥିବା ଘରୋଇ ଡାକ୍ତରଖାନା ନିର୍ଧାରିତ ଫି ଠାରୁ ଅଧିକ ନେଲେ ଦୃଢ଼ କାର୍ଯାନୁଷ୍ଠାନ ।
*ତୃତୀୟ ଲହରୀ ପାଇଁ ଏବେ ଠାରୁ ସତର୍କ ଦୃଷ୍ଟି ରଖିବାକୁ ପରାମର୍ଶ ।…