Odia News Portal
Browsing Tag

CM naveen pattnaik

ଭୋକର ଭୂଗୋଳ ଆଜି ଭାତହାଣ୍ଡି

କଳାହାଣ୍ଡି: କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି କଳାହାଣ୍ଡିବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ ହଜାର ୮୫ କୋଟିରୁ ଅଧିକ ଟଙ୍କାର ୧୦୬ଟି ପ୍ରକଳ୍ପ ଭେଟି ଦେଇଛନ୍ତି । ୧ ହଜାର ୬୫ କୋଟି ଟଙ୍କାର ୫୪ଟି ପ୍ରକଳ୍ପର ଉଦଘାଟନ କରିବା ସହ ୧ ହଜାର ୨୦ କୋଟିର ୫୨ଟି

କଳାହାଣ୍ଡିବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି

କଳାହାଣ୍ଡି: କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡିରେ ପହଞ୍ଚି ଅପର ଇନ୍ଦ୍ରାବତୀ ଜଳସେଚନ ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି| କୋଭିଡ ପରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଛି ରାଜ୍ୟ ସରକାରଙ୍କ ଏହି ବଡ

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ । କରୋନା ପରେ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଗସ୍ତ ହୋଇଥିବାରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନିମନ୍ତେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସକାଳ ୯ଟା ୪୫ରେ ନବୀନ

ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ୱର: ସମ୍ପତ୍ତିର ତାଲିକା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆର୍ଥିକ ବର୍ଷ ୨୦୧୯-୨୦୨୦ ପର୍ଯ୍ୟନ୍ତ ଏହି ତାଲିକା ସିଏମଓ ୱେବସାଇଟରେ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ତାଲିକା ଏଥିରେ ରହିଛି । ତଥ୍ୟ ଅନୁସାରେ, ଦିଲ୍ଲୀରେ ନବୀନ

ବିନ୍ଦୁସାଗର: ଶ୍ରେୟ ନେବାକୁ ନାରାବାଜି ସହ ଧସ୍ତାଧସ୍ତି

ଭୁବନେଶ୍ୱର: ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପ ଉଦଘାଟନ ଅବସରରେ ନାରାବାଜିର ପ୍ରତିଯୋଗିତା । ଲିଙ୍ଗରାଜ ମନ୍ଦିର ଦର୍ଶନ ପାଇଁ ପହଁଚିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ବିଜୁ ଜନତା ଦଳର ସମର୍ଥକ ନବୀନ ପଟ୍ଟନାୟକ ଜିନ୍ଦାବାଦ ନାରାବାଜି କରିଥିଲେ । ପୁରା ଅଞ୍ଚଳ ନବୀନ

ଉଦଘାଟିତ ହେଲା ରାମଲିଙ୍ଗେଶ୍ୱର ପାର୍କ

ବ୍ରହ୍ମପୁର: ବ୍ରହ୍ମପୁରରେ ଉଦଘାଟିତ ହୋଇଛି ବହୁ ପ୍ରତିକ୍ଷିତ ରାମଲିଙ୍ଗେଶ୍ୱର ପାର୍କ। ଶହେ ବର୍ଷ ପୁରୁଣା ପୋଖରୀ ପଙ୍କ କାଦୁଅରେ ଭର୍ତ୍ତି ହୋଇ ରହିଥିଲା ଏହି ଜଳାଶୟ। ତେବେ ଗତ ୪ ବର୍ଷ ଧରି ଏହାର ପୁନଃରୁଦ୍ଧାର ପରେ ଏବେ ଏହାକୁ ମିଳିଛି ନୂତନ ପରିଚୟ । ୮ ଏକର ଜମିରେ ସାଢ଼େ ୧୨ କୋଟି

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ | ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବିମାନବ ନ୍ଦରର ନାମ

୮୪ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ୮୪ଟି ନୂଆ ତଥା ଅତିରିକ୍ତ ୧୦୮ ଆମ୍ବୁଲାନ୍ସକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଜି ଛକସ୍ଥିତ ପରିବହନ ଭବନ ପରିସରରୁ ଏହାର ଉଦଘାଟନ କରାଯାଇଛି । ୨୭ଟି ଜିଲ୍ଲା ପାଇଁ ଅତିରିକ୍ତ ୮୪ଟି ୧୦୮ ଆମ୍ବୁଲାନ୍ସ ବ୍ୟବସ୍ଥା ହୋଇଥିବା ବେଳେ ବାଲେଶ୍ଵର ଜିଲ୍ଲା ପାଇଁ

ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ୍ କରି ଅଭିନନ୍ଦନ ଜଣାଇବା ସହ ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ନବୀନ । ଏଥି ସହ ଏକ ଭିଡିଓ ବାର୍ତ୍ତା ମଧ୍ୟ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୧ ସମସ୍ତଙ୍କ ପାଇଁ

ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମୃତିରେ ସ୍ମାରକୀ

ଭୁବନେଶ୍ୱର: ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ସ୍ମାରକୀ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ସହିଦ କୋଭିଡ୍ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ ଆଲୋଚନା କରି ସମବେଦନା ଜଣାଇଛନ୍ତି । ସହିଦଙ୍କ